Skip to content
- Home
- ଅର୍ଥନୀତି
- ଓଡିଶା ବଜେଟ୍ ହାଇଲାଇଟସ୍: ଜାଣନ୍ତୁ ୨୦୧୯ ବଜେଟ୍ର ମୁଖ୍ୟାଂଶ
- ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଦ୍ୱାରା ବିଧାନସଭାରେ ଆଜି ଅନ୍ତରୀଣ ବଜେଟ ଉପସ୍ଥାପିତ
- ଆସନ୍ତା ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ କାମଚଳା ବଜେଟ ଉପସ୍ଥାପନ
- ଜାତୀୟ ଅଭିବୃଦ୍ଧି ହାର ତୁଳନାରେ ଓଡିଶାର ଅଭିବୃଦ୍ଧି ହାର ଅଧିକ
- କୃଷକଙ୍କ ସମସ୍ୟା ଦୂର କରିବା ପାଇଁ କାଳିଆ ଯୋଜନାର ଘୋଷଣା ହୋଇଛି
- କୃଷକ ମାନଙ୍କ ଆୟ ଦ୍ୱିଗୁଣିତ କରିବାରେ ଓଡିଶା ସଫଳ
- ବିଗତ ୧୮ ବର୍ଷ ମଧ୍ୟରେ ରାଜ୍ୟର ନିଜସ୍ୱ ଆୟ ବଢିଛି
- ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶାର ବିକାଶ ହୋଇଛି
- ମଧୁବାବୁ ପେନସନ ଯୋଜନାରେ ୪୮ ଲକ୍ଷ ଲୋକ ସାମିଲ
- କାଳିଆ ଯୋଜନା ପାଇଁ ୪୪୬୧ କୋଟି
- କୃଷି ଋଣ ସୁଧ ରିହାତି ପାଇଁ ୮୦୦ କୋଟି
- ପିଠା ଯୋଜନାରେ ୪୦୦ କୋଟିର ବ୍ୟବସ୍ଥା
- ବସୁଧା ଯୋଜନାରେ ୨୯୩୫ କୋଟି
- ମଧୁବାବୁ ପେନସନ ଯୋଜନା ପାଇଁ ୨୧୨୦ କୋଟି
- ଟଙ୍କିକିଆ ଚାଉଳ ଯୋଜନା ପାଇଁ ୧୦୨୮ କୋଟି
- ମିଶନ ଶକ୍ତି ଯୋଜନା ପାଇଁ ୩୦୧ କୋଟି
- ମମତା ଯୋଜନା ପାଇଁ ୩୦୫ କୋଟି
- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୮୬୪ କୋଟି
- ଗୋପବନ୍ଧୁ ଗ୍ରାମୀଣ ଯୋଜନା ୫୦୦ କୋଟି
- ବିଜୁ ଯୁବ ବାହିନୀ ଯୋଜନା ପାଇଁ ୧୦୫ କୋଟି
- ପାର୍ବତୀ ଗିରି ବୃହତ ଉଠାଜଳସେଚନ ପାଇଁ ୧୭୭୭ କୋଟି
- ଜଳକ୍ଷେତ୍ର ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମ ପାଇଁ ୧୪୬୫ କୋଟି
- ସଡକ ଉନ୍ନୟନ କାର୍ଯ୍ୟକ୍ରମ ପାଇଁ ୧୩୦୦ କୋଟି
- ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀଙ୍କ ପାଇଁ ବୃତ୍ତି ଯୋଜନାରେ ୯୫୯ କୋଟି
୩୩/୧୧ କେ.ଭି ସବ ଷ୍ଟେସନ ପାଇଁ ୫୩୩ କୋଟି
- ବିଜୁ ସେତୁ ଯୋଜନା ପାଇଁ ୫୦୦ କୋଟି
- ରେଳ ପ୍ରକଳ୍ପର ଉନ୍ନତିକରଣ ପାଇଁ ୪୧୦ କୋଟି
- ଉନ୍ନତି ଯୋଜନାରେ ୪୦୧ କୋଟି
- ଆଡିବନ୍ଧ ନିର୍ମାଣ ପାଇଁ ୩୫୭ କୋଟି
- ମୁଖ୍ୟମନ୍ତ୍ରୀ ସଡକ ଯୋଜନା ପାଇଁ ୩୫୦ କୋଟି
- ଓଡିଶା ଆଦର୍ଶ ବିଦ୍ୟାଳୟ ଯୋଜନା ପାଇଁ ୩୦୦ କୋଟି
- ବିହନ ଓ ସାର ପାଇଁ କର୍ପସ ଫାଣ୍ଠି ନିମିତ୍ତ ଅର୍ଥ୨୬୦ କୋଟି
- ଜଳକ୍ଲିଷ୍ଟ ଅଞ୍ଚଳରେ ଭୂତଳ ଜଳ ଉତ୍ତୋଳନ ପାଇଁ ୨୫୦ କୋଟି
- ଅନୁସୂଚିି ଜାତି ଓ ଜନଜାତିଙ୍କ ଛାତ୍ରବାସ ନିର୍ମାଣ ପାଇଁ ୨୨୭ କୋଟି
- କେନାଲ ପ୍ରଣାଳୀର ସୁବ୍ୟବସ୍ଥିତ କାର୍ଯ୍ୟକ୍ରମ ୨୧୦ କୋଟି
- ରାଜ୍ୟ ରାଜପଥ ଉନ୍ନୟନ ପ୍ରକଳ୍ପ ୨୦୦ କୋଟି
- ରାଜ୍ୟ ରାଜଧାନୀ ଅଞ୍ଚଳରେ ବିଦ୍ୟୁତକରଣ ସୁବିଧା ପାଇଁ ୧୯୦ କୋଟି
- ଇପିଆର ଅନ୍ତର୍ଗତ ପ୍ରୋତ୍ସାହନ ପାଇଁ ୧୮୮ କୋଟି